ଦେଶ ସ୍ଵାଧୀନତାର ୭୫ ବର୍ଷ ପୂର୍ତ୍ତିର ଆଜାଦି କି ଅମୃତ ଅବସରରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମରେ ଆଜି ନୀଳଗିରିରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ଓ ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକଙ୍କ ନେତୃତ୍ୱରେ ବିଶାଳ ତ୍ରିରଙ୍ଗା ରାଲି ଅନୁଷ୍ଠିତ ହୋଇଯାଇଛି।
#HarGharTiranga #AzadiKaAmritMahotsav #75thindependenceday #IndiaILove #IndiaAt75 #ArgusNews