ଆଜିଠୁ ୭୫ତମ ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । ୧୧ ଦିନ ଧରି ଚାଲିବ ମହାରାଜ କଂସଙ୍କ ରାଜୁତି । ବରଗଡ ପାଲଟିବ ମଥୁରା ନଗରୀ, ଅମ୍ବାପାଲି ହେବ ଗୋପପୁର । ମୁକ୍ତାକାଶ ରଙ୍ଗମଞ୍ଚରେ ଅଭିନୀତ ହେବ ପୌରାଣିକ କଥାବସ୍ତୁ ।
#ArgusNews #Bargarh #Dhanuyatra #traditionalfestival #Odisha