ବୈତରଣୀ ନଦୀରେ ଜଳ ପତ୍ତନ ବୃଦ୍ଧି ପାଇବା ପରେ ଭଦ୍ରକ ଜିଲ୍ଲାର ଧାମନଗର ଅଞ୍ଚଳରେ ବନ୍ୟା ଆସିଛି । ଭଣ୍ଡାରିପୋଖରୀ ବ୍ଲକର କଣ୍ଟିଘାଇ ବାଟ ଦେଇ ଗେଙ୍ଗୁଟିରେ ପାଣି ପଶିବାରୁ ଦୋବଲ ଜୋନର କିଛି ଅଂଶ ଜଳମଗ୍ନ ହୋଇଛି
#Bhadrak #FloodSituation #ArgusNews #Odisha