ଗଣେଶ ପୂଜା ମଣ୍ଡପ ସ୍ଥାନକୁ ନେଇ ଗୋଷ୍ଠୀ ସଂଘର୍ଷ। ଉଭୟ ପକ୍ଷରୁ ଥାନାରେ ଅଭିଯୋଗ। ପରିସ୍ଥିତି ନିୟନ୍ତ୍ରଣ ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ 144 ଧାରା ଜାରି। ଭଦ୍ରକ ଜିଲ୍ଲା ଧାମନଗର ଥାନା ସୋହଡା ପଞ୍ଚାୟତର ବେଦପୁର ଗାଁରେ ଦେଖିବାକୁ ମିଳିଛି ଏଭଳି ଘଟଣା।
#Bhadrak #GaneshaPuja #MandapIssue #Article144 #ArgusNews