ଆଜି ରାଜଧାନୀ ଭୁବନେଶ୍ବରରେ ଅନୁଷ୍ଠିତ ହେବ ଦୁଇ ଦିନିଆ ଷ୍ଟାର୍ସ ସମୀକ୍ଷା ବୈଠକ । କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଷ୍ଟାର୍ସ ସମୀକ୍ଷା ବୈଠକର ପ୍ରଥମ ଦିନରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେବେ ।
#ArgusNews #DharmendraPradhan #starsreviewmeeting #Bhubaneswar #Odisha