ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କୁ ତାଙ୍କର 107 ତମ ଜନ୍ମଜୟନ୍ତି ଉପଲକ୍ଷେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ।
#ArgusNews #puri #BijuPatnaik #BirthAnniversary #puri #artist #PadmashriSudarshanPatnaik #sandart #Odisha