ଆଜି ଚିଲିକାର ପୂର୍ବତନ ବିଧାୟକ ରଘୁନାଥ ସାହୁ ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ବିରୋଧରେ ଦେଇଛନ୍ତି ବିସ୍ପୋରକ ମନ୍ତବ୍ୟ। ବାଲୁଗାଁରେ ଥିବା ରଘୁନାଥଙ୍କ ବିଜେଡି କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ କରି ପ୍ରଶାନ୍ତଙ୍କ ବିରୋଧରେ ଗର୍ଜନ କରିଛନ୍ତି।
#ArgusNews #BJD #MLA #PrashantJagdev #Khordha #Chilika #Odisha