ବିଜେବି କଲେଜ ଛାତ୍ରୀଙ୍କ ରହସ୍ୟମୟ ଆତ୍ମହତ୍ୟାକୁ ନେଇ ଚାଂଚଲ୍ୟ। କଲେଜର ହଷ୍ଟେଲରୁ ପ୍ଲସ-ଥ୍ରୀ ଛାତ୍ରୀ ରୁଚିକା ମହାନ୍ତିଙ୍କ ମୃତଦେହ ଉଦ୍ଧାର କଲା ପୋଲିସ । ସିନିୟରଙ୍କ ରାଗିଂ ଅସହ୍ୟ ହେବାରୁ ଜୀବନ ହାରିଥିବା ସୁଇସାଇଡ ନୋଟରେ ଲେଖିଛନ୍ତି ରୁଚିକା । ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି ପରିବାର ଲୋକେ ।
#Odisha #ArgusNews #bjbcollege #students #StudentDeath