ପୁରୀ ସତ୍ୟବାଦୀ ଥାନା ଆଳିଶ ଗାଁରେ ଅଗ୍ନିକାଣ୍ଡ। ନିଆଁ ଲାଗି ଜଳିଗଲା ୫ ବଖରା ଘର। ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ, ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ। ସତ୍ୟବାଦୀ ଅଗ୍ନିଶମ ବିଭାଗ ପକ୍ଷରୁ ନିଆଁ ଲିଭା କାର୍ଯ୍ୟ ଜାରି।
#Puri #Brahmagiri #Fire #houseburned #FireDepartment #ArgusNews