କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ ପରେ 24 ଘଣ୍ଟାରେ ଛାତ୍ରଛାତ୍ରୀଙ୍କ ଅଭିଯୋଗର ହେଲା ସମାଧାନ । 28 ହଜାର 310 ଛାତ୍ରଛାତ୍ରୀ ହେଲେ ଉପକୃତ । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ଼(ସିବିଏସଇ)ର ଦଶମ ଶ୍ରେଣୀ ଟର୍ମ-୧ ଓଡ଼ିଆ ପରୀକ୍ଷା ମୂଲ୍ୟାୟନ ତ୍ରୁଟି ଅଭିଯୋଗ ଘଟଣାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ତୁରନ୍ତ ହସ୍ତକ୍ଷେପ ପରେ ସିବିଏସଇ ପକ୍ଷରୁ ଏହାକୁ ଗୁରୁତ୍ବର ସହ ନେଇ ସମାଧାନ କରାଯାଇଛି ।
#CBSE #Exam #CBSEExam #UnionMinisterofEducation #DharmendraPradhan #student # #Bhubaneswar #Odisha #ArgusNews