ଓଡ଼ିଶା କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟର ୧୪ ତମ ପ୍ରତିଷ୍ଠା ଦିବସ । ମୁଖ୍ୟ ଅତିଥି ଭାବେ ଯୋଗଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କୋରାପୁଟ ସୁନାବେଡ଼ା କ୍ୟାମ୍ପସରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ।
#DharmendraPradhan #CentralUniversity #14thFoundationDay #Koraput #Odisha #ArgusNews