ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ୩୧ ତାରିଖରେ ଭୁବନଠାରେ ତ୍ରିରଙ୍ଗା ପଦଯାତ୍ରାରେ ସାମିଲ ହେବେ । ଜନସାଧାରଣ ଓ ଦଳୀୟ ନେତୃବୃନ୍ଦଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ‘ମନ୍ କି ବାତ୍’ କାର୍ଯ୍ୟକ୍ରମକୁ ଶୁଣିବେ ।
#DharmendraPradhan #visit #Dhenkanal #TirangaYatra #Odisha #ArgusNews