ସମ୍ପର୍କୀୟଙ୍କ ଘରୁ ଜିଲ୍ଲା ପରିଷଦ ସଭ୍ୟଙ୍କ ମୃତଦେହ ଉଦ୍ଧାର। ମୃତ ବ୍ୟକ୍ତି ଜଣକ ହେଲେ ପୁରୀ ଜିଲ୍ଲା ଗୋପ ୧୧ ନଂ ଜୋନର ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁ। ଭୁବନେଶ୍ଵର ଶିଶୁପାଳଗଡ ଲକ୍ଷ୍ମୀବିହାରସ୍ଥିତ ସମ୍ପର୍କୀୟଙ୍କ ଘରୁ ମିଳିଛି ମୃତଦେହ। ପାରିବାରକ କଳହରୁ ଆତ୍ମହତ୍ୟା କରିଥିବା ସନ୍ଦେହ ।
#familydispute #EndOfLife #Puri #Gop #DharmendraSahu #Facebookpost #DistrictCouncilMember #Odisha #ArgusNews