ଆଜି ଢେଙ୍କାନାଳ ଜିଲ୍ଲାର ସଦାଶିବପୁର ଠାରେ କମନ୍ ୟୁଜର୍ ଫାସିଲିଟିର ଭୂମିପୂଜନ କରିବେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭିଡ଼ିଓ କନଫରେନ୍ସିଂ ମାଧ୍ୟରେ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ହରଦୀପ ସିଂହ ପୁରୀ
Dharmendra Pradhan #Inaugurates #Dhenkanal #sadashivpur #CommonUserFacility