ଓଡ଼ିଶାର ଯୋଗ୍ୟ ହିତାଧିକାରୀଙ୍କ ପାଇଁ ଆବାସ ପ୍ଲସ୍ ପୋର୍ଟାଲ ଖୋଲିବାକୁ କେନ୍ଦ୍ର ଗ୍ରାମୀଣ ବିକାଶ ଓ ପଞ୍ଚାୟତିରାଜ ମନ୍ତ୍ରୀ ଗିରିରାଜ ସିଂହଙ୍କୁ ଅନୁରୋଧ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଜି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ, ଗିରିରାଜଙ୍କୁ ଭେଟିବା ସହ ଏକ ପତ୍ର ପ୍ରଦାନ କରିଛନ୍ତି । ସେପଟେ ଖୁବଶୀଘ୍ର ଏନେଇ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ଗିରିରାଜ ।
#UnionMinister #DharmendraPradhan #Meet #MinisterofPanchayatiRaj #GirirajSingh #ArgusNews