ଗ୍ରାମାଞ୍ଚଳରେ ଉନ୍ନତ ମାନର ଚିକିତ୍ସା ଯୋଗାଇବା ପାଇଁ ବିକାଶ ଫାଉଣ୍ଡେସନ ଟ୍ରଷ୍ଟର ଅଭିନବ ପ୍ରୟାସ । ଅନୁଗୋଳ ଜିଲ୍ଲା ଛେଣ୍ତିପଦା ବ୍ଲକ୍ ବସନ୍ତପୁରୁ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ବିକାଶ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି
#ArgusNews #Angul #BikashFoundation #Healthcamp #Freehealthcamp #Odisha