ଆଜି ସହିଦ୍ ଲକ୍ଷ୍ମଣ ନାୟକଙ୍କ ରାଜ୍ୟ ସ୍ତରୀୟ ଶ୍ରାଦ୍ଧ ଦିବସ ।ଶ୍ରାଦ୍ଧ ଉତ୍ସବ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଭୁବନେଶ୍ୱରସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡ଼ିଆଠାରେ ଏବଂ କଳିଙ୍ଗ ହସ୍ପିଟାଲ୍ ଛକସ୍ଥିତ ଶହୀଦ ଲକ୍ଷ୍ମଣ ନାଏକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା
#ArgusNews #bhubaneswar #LaxmanNayak #FrredomFighter #Jayanti #Odisha