ମୂଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, 5T ସଚିବ ଭି.କେ.ପାଣ୍ଡିଆନ ଓ ଜଳସମ୍ପଦ ସଚିବ ଅନୁ ଗର୍ଗ ଆଜି ଗଜପତି ଜିଲ୍ଲା ଗସ୍ତ କରି ଛେଳିଗଡ ଜଳସେଚନ ଜଳବିଦ୍ୟୁତ ପ୍ରକଳ୍ପର କାର୍ଯ୍ୟ ସମୀକ୍ଷା କରିବା ସହ ଟନେଲ କାମ ଅନୁଧ୍ୟାନ କହିଛନ୍ତି
#Gajapati #ChiefSecretary #SureshChandraMohapatra #WaterProject #Odisha #ArgusNews