ନନ୍ଦନକାନନ ସ୍ଥିତ ରଘୁନାଥପୁରରେ ଏଚଡିଏଫସି ବ୍ୟାଙ୍କର ନୂତନ ଶାଖା ଆରମ୍ଭ ହୋଇଛି। ମୁଖ୍ୟ ଅତିଥି ଭାବେ ସାଂସଦ ତଥା କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଯୋଗଦେଇ ଏହି ଶାଖାକୁ ଉଦଘାଟନ କରିଛନ୍ତି।
#ArgusNews #HDFCBank #newbranch #inaugurated #Bhubaneswar #Raghunathpur #AchyutaSamanta #Odisha