ଓଡ଼ିଶା ସ୍ବାସ୍ଥ୍ୟ ଠିକା କର୍ମଚାରୀ ମହାସଂଘ ପକ୍ଷରୁ ଯାଜପୁର ଜିଲ୍ଲା ସ୍ବାସ୍ଥ୍ୟ କର୍ମୀ ମାନଙ୍କ ସ୍ଥାୟୀ ନିଯୁକ୍ତି ଦାବି । ଏନେଇ ଯାଜପୁର ଜିଲ୍ଲାପାଳ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ମୂଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିବା ସହ ତୁରନ୍ତ ସ୍ଥାୟୀ ନିଯୁକ୍ତି ପାଇଁ ଦାବୀ କରିଛନ୍ତି ।
#healthcareworkers #protest #demand #permanentemployment #jajpur #odisha #argusnews