ରାଜ୍ୟରେ ନୁତନ ଜଙ୍ଗଲ ସୃଷ୍ଟି ତଥା ବନୀକରଣ ମାଧ୍ୟମରେ ଜଙ୍ଗଲ ସୃଷ୍ଟି କରିବା ପାଇଁ ସରକାରଙ୍କ ପକ୍ଷରୁ ଅନେକ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି । ହେଲେ ବାସ୍ତବରେ ଏହି ଯୋଜନା କର୍ମଚାରୀ ଓ ଠିକାଦାର ପୋଷଣ ନୀତିରେ ପରିଣତ ହୋଇଛି ।