କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ଉପକାରାଗାରରୁ ଜଣେ ବିଚାରାଧୀନ କଏଦୀ ଚମ୍ପଟ ମାରିଥିବା ଅଭିଯୋଗ ହୋଇଛି । ଫେରାର୍ କଏଦୀ ଜଣକ ନର୍ଲା ଥାନା ରୁପ୍ରା ରୋଡ ଅଞ୍ଚଳର ବିଶ୍ଵାମିତ୍ର ମାଝି ବୋଲି ମଦନପୁର ରାମପୁର ଥାନାରେ ସୁଚନା ଦିଆଯାଇଛି।
#ArgusNews #Kalahandi #prisoner #rampurpolicestation #Odisha