କେନ୍ଦ୍ରାପଡାରେ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ । ସଦର ଥାନା ଅନ୍ତର୍ଗତ କେନ୍ଦ୍ରାପଡା - ଗଣ୍ଡାଖିଆ ରାସ୍ତା ଓସ୍ତପୁର ପେଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ଘଟିଛି। ବସଟିକୁ ଜେସିବି ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି।
#Kendrapara #BusAccident #Odisha #ArgusNews