ସହିଦ ଲକ୍ଷ୍ମଣ ନାୟକଙ୍କ ବଳିଦାନ ଦିବସ ପାଳିତ । ସ୍ବାଧୀନତା ଆନ୍ଦୋଳନର ଅନ୍ୟତମ କର୍ଣ୍ଣଧାର ମାଲକାନାଗିରିର ଗାନ୍ଧୀ ସହିଦ ଲକ୍ଷ୍ମଣ ନାୟକଙ୍କ ବଳିଦାନ ଦିବସ ଅବସରରେ ସୂଚନା ଲୋକ ସମ୍ପର୍କ ବିଭାଗ ଏବଂ ଉତ୍କଳ ସମ୍ମିଳନୀ ପକ୍ଷରୁ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି।
#martyrs #freedom #LaxmanNayak #SacrificeDay #celebrated #ArgusNews