ଆଜି ପବିତ୍ର ମାଘ ପୂର୍ଣିମା । ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜଉଦ୍ଧାରଣ ବେଶ ଅନୁଷ୍ଠିତ ହେବ । ଏହି ବେଶରେ ଶ୍ରୀଜଗନ୍ନାଥ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରିବେ
#ArgusNews #maghaPurnima #GajaUdharana #OdiaRituals #Odisha