ପଡ଼ୋଶୀ ରାଜ୍ୟ ତଥା ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓଡ଼ିଶା ଗସ୍ତରେ ଆସୁଥିବା ବେଳେ ୨୨ ତାରିଖରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ପୂଜାର୍ଚ୍ଚନା ଓ ଆଶିଷ ଲାଭ କରିବେ ।
#ArgusNews #WestBengal #MamataBanerjee #OdishaVisit #Puri #JagannathTemple