ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ଦିନ ଗୋଟାଏ ବେଳେ ବୋର୍ଡ ଅଫିସରେ ପ୍ରକାଶ ପାଇବ ରେଜଲ୍ଟ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପରୀକ୍ଷା ଏବଂ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚିତ କରିବେ ବୋଲି ସୂଚନା ମିଳିଛି
#Matricresult #10thboard #result #ArgusNews