ମୟୁରଭଂଜ ଜିଲ୍ଲା ଶୁଳିଆପଦା ବ୍ଲକ ସମ୍ମୁଖରେ ଧାରଣାରେ ବସିଲେ ଭତ୍ତା, ଆବାସ ଓ ଖାଉଟି କଲ୍ୟାଣ ଯୋଜନାରୁ ବଞ୍ଚିତ ଯୋଗ୍ୟ ହିତାଧିକାରୀ । ସକାଳ ୯ଟା ରୁ ବ୍ଲକ ସମ୍ମୁଖରେ ଧାରଣାରେ ବସିଛନ୍ତି । କିନ୍ତୁ ପ୍ରଶାସନ ନୀରବଦ୍ରଷ୍ଟା ସାଜିଛି ।
#ArgusNews #mayurbhanj #Protest #Eligiblebeneficiaries #Odisha