ଜଳବାୟୁ ପରିବର୍ତ୍ତନ ପଦକ୍ଷେପ ଉପରେ ଜାତୀୟ ସମ୍ମିଳନୀ। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ ଓ ଇଡିଆନ ଚାମ୍ବର ଅଫ କମର୍ସ ଓଡ଼ିଶାର ମିଳିତ ଆନୁକୂଲ୍ୟରେ ଜଳବାୟୁ ପରିବର୍ତ୍ତନ ପଦକ୍ଷେପ ଉପରେ ଜାତୀୟ ସମ୍ମିଳନୀର ତୃତୀୟ ସଂସ୍କରଣ ଅନୁଷ୍ଠିତ ହୋଇଯାଇଛି ।
#Bhubaneswar #nationalclimatechangeinitiative #climatechange #Odisha #ArgusNews