ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ଆଦର୍ଶ ବିଦ୍ୟାଳୟ ପକ୍ଷରୁ ଯଶସ୍ବି ପ୍ରଧାନମନ୍ତ୍ରୀ ମାନ୍ୟବର ନରେନ୍ଦ୍ର ମୋଦୀଙ୍କ ଆହ୍ବାନ କ୍ରମେ ଭାରତ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଆଜାଦି କି ଅମୃତ ମହୋତ୍ସବ ପାଳନ କରାଯାଇଛି । ସେହି ଉପଲକ୍ଷେ ଖଣ୍ଡପଡ଼ା ସହରରେ ତ୍ରିରଙ୍ଗା ଶୋଭାଯାତ୍ରା ଆୟୋଜନ କରାଯାଇ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଜନସାଧାରଣଙ୍କୁ ସଚେତନ କରାଯାଇଛି
#Nayagarh #Khandapara #HarGharTriranga #AdarshSchool #ArgusNews