ଝିଲିକ ମୋସନ୍ ପିକ୍ଚର୍ସର ତୃତୀୟ ଅବଦାନ "ତୋର ମୋର କଟି" ଚଳଚ୍ଚିତ୍ରର ଅଡିଓ ଲୋକାର୍ପିତ ଉତ୍ସବ ଭୁବନେଶ୍ୱରର ଏକ ତାରକା ହୋଟେଲରେ ଅନୁଷ୍ଠିତ ହୋଇଯାଇଛିl ଅଭିନେତ୍ରୀରୁ ପ୍ରଯୋଜିକା ସାଜିଥିବା ଝିଲିକ ଭଟ୍ଟାଚାର୍ଯ୍ୟ ଏହି ଅବସରରେ ଓଡ଼ିଆ ଚଳଚ୍ଚିତ୍ରର ବିରାଟ ପରିବର୍ତ୍ତନ ପାଇଁ ସଂକଳ୍ପବଦ୍ଧ ବୋଲି ମତବ୍ୟକ୍ତ କରିଛନ୍ତି....l
#ArgusNews #NewOdiaFilm #AudioRelease #JhilikMotionPictures #ToraMoraKatti #Odisha