ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଦୁର୍ଲଭ ପଦ୍ମବେଶ। ମୁଣ୍ଡ ଠାରୁ ପାଦ ପର୍ଯ୍ୟନ୍ତ ପଦ୍ମ ଫୁଲରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ। ମାଘମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ ଶ୍ରୀପଞ୍ଚମୀ ମଧ୍ୟରେ ଏହି ନୀତି ଅନୁଷ୍ଠିତ ହୋଇଥାଏ।
#ArgusNews #Srimandir #mahaprabhu #PadamaBesa #puri #Odisha