ଆଜି ପୁଣି ପଦମପୁର ମଇଦାନକୁ ଓହ୍ଲାଇବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ନଭେମ୍ବର ୨୯ରୁ ଡ଼ିସେମ୍ବର ୧ ପର୍ଯ୍ୟନ୍ତ ପଦ୍ମପୁର ନିର୍ବାଚନମଣ୍ଡଳୀରେ ମାରାଥନ ପ୍ରଚାର କରିବା ପରେ ପୁଣି ଥରେ ଆଜି ପଦ୍ମପୁରରେ ପ୍ରଚାର କରିବେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
#ArgusNews #padampur #padampurbypoll #padampurbyelection #campaigning #DharmendraPradhan #PradipPurohit #Odisha