ଓଡ଼ିଆ ସେନା ତାରକା ପିଣ୍ଟୁ ନନ୍ଦଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର । ଲିଭର ସିରୋସିସ ରୋଗରେ ଆକ୍ରାନ୍ତ ହୋଇଛନ୍ତି ପିଣ୍ଟୁ ନନ୍ଦ । ଏକ ଘରୋଇ ହସ୍ପିଟାଲରେ ଚାଲିଛି ଚିକିତ୍ସା । ତେବେ ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ନେବାକୁ ପରାମର୍ଶ ଦେଇଛନ୍ତି ଡାକ୍ତର ।
#ArgusNews #LiverCirrhosis #PintuNanda #treatment #seriousdisease #Odisha