ଆରମ୍ଭ ହେଲା ଯୁକ୍ତ ଦୁଇ ପରୀକ୍ଷା । ୧ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ୩ ଲକ୍ଷରୁ ଅଧିକ ପରୀକ୍ଷାର୍ଥୀ । କରୋନା ପାଇଁ ଦୁଇ ବର୍ଷ ପରେ ଯୁକ୍ତ ଦୁଇ ଅଫଲାଇନ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ
#Plustwoexam #oflineexam #cbseboard #ArgusNews #Odisha