ସମ୍ଭାବ୍ୟ ବାତ୍ୟା କୁ ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲିକଙ୍କ ପ୍ରତିକ୍ରିୟା । ରାଜ୍ୟ ସରକାର ୩୦ଟି ଜିଲ୍ଲାକୁ ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ ଜିଲ୍ଲାପାଳମାନେ ଏହି ସମୟରେ ଉପସ୍ଥିତ ରହିବେ। ଜିଲ୍ଲା ଗୁଡିକରେ ମେଡିସିନ, ପିଇବା ପାଣି, ଡ଼ଙ୍ଗା ଆବଶ୍ୟକ ମୁତାବକ ପ୍ରସ୍ତୁତ କରି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀ ,କଲେଜ, ସ୍କୁଲ ଓ କଲ୍ୟାଣ ମଣ୍ଡପକୁ ପ୍ରସ୍ତୁତ କରି ରଖିବାକୁ କୁହାଯାଇଛି
#pramilamallik #Cyclonepreparation #ArgusNews #Odisha