ନିଆଳି ମାଧବାନନ୍ଦ ମନ୍ଦିରରୁ ଆସିଛି ମହାପ୍ରଭୁଙ୍କ ପାଇଁ ପ୍ରଥମାଷ୍ଟମୀ ଭାର । ମାର୍ଗଶୀର ମାସ କୂଷ୍ଣ ପକ୍ଷ ଅଷ୍ଟମୀ ତିଥିରେ କାଳିଆ ଦିଅଁ ହେବେ ପୋଢୁଆଁ । ମହାପ୍ରଭୁ ପିନ୍ଧିବେ ନୂଆ ବସ୍ତ୍ର ,ଲାଗି ହେବ ସୂତନ୍ତ୍ର ଭୋଗ ।