ରାଜ୍ୟ ସରକାରଙ୍କ ହସ୍ତତନ୍ତ ଓ ହସ୍ତଶିଳ୍ପ ଓ ବୟନ ଶିଳ୍ପ ବିଭାଗ ପକ୍ଷରୁ ଏକ ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳା ପୁରୀ ନୀଳାଚଳ ଅର୍ବାନ ହାଟରେ ଆସନ୍ତା 15 ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ଆଜି ପୁରୀ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଏହାକୁ ଶୁଭ ଉଦଘାଟନ କରିଥିଲେ
#ArgusNews #Puri #Handlooms #exhibition #OdishaGovt #Odisha