ପବିତ୍ର ଶ୍ରୀରାମ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀରାମଙ୍କଙ୍କ ଜନ୍ମନୀତି ଅନୁଷ୍ଠିତ ହୋଇଥାଏ । ସ୍ୱୟଂ ପ୍ରଭୁ ଶୀଜଗନ୍ନାଥ ମାତା ରୂପରେ ବିଳମ୍ବିତ ରାତ୍ରରେ ଶ୍ରୀରାମଙ୍କୁ ଜନ୍ମଦେବେ, ତେଣୁ ପ୍ରସବ ବେଦନାକୁ ଲାଘବ କରିବା ନିମନ୍ତେ ଅଷ୍ଟମୀ ଦିନ ସନ୍ଧ୍ୟାଧୂପ ପରେ ମହାପ୍ରଭୁଙ୍କୁ ଯେଉଡ଼ ଭୋଗ କରାଯିବା ସଙ୍ଗେ ସଙ୍ଗେ ଗର୍ଭଉଦକ ଦିଆଯାଏ । ଶୁଣନ୍ତୁ ଜଗନ୍ନାଥସଂସ୍କୃତି ଗବେଷକ ସୁର୍ଯ୍ୟନାରାୟଣ ରଥଶର୍ମାଙ୍କ ମୁଖରୁ
#ArgusNews #Puri #Ramanavami #SuryanarayanRathaSharma #Odisha