ଶ୍ରୀରାମ ନବମୀ ଠାରୁ ଶ୍ରୀକ୍ଷେତ୍ରରେ ପାରମ୍ପରିକ ସାହିଯାତ ଆରମ୍ଭ ହୋଇଛି । ଶ୍ରୀମନ୍ଦିର ରୀତିନୀତି ସହ ଜଡିତ ସାହିଯାତର ତୃତୀୟ ଦିବସ ଏକାଦଶୀ ତିଥିରେ ସୀତାବିବାହ ପ୍ରସ୍ତାବ ଓ ପର୍ଶୁରାମ କଳା ହରଣ ନୀତି ଅନୁଷ୍ଠିତ ହୋଇଯାଇଛି । ହରଚଣ୍ଡୀ ସାହି ଆଖେଡା ପକ୍ଷରୁ ଏହି ଚରିତ୍ର ଗୁଡିକ ବାହାରିଥିଲା ।
#ArgusNews #ramnavami2023 #Puri #Srikhetra #Sahijata #Odisha