କଳାଠାକୁରଙ୍କ ଶ୍ରୀଅଙ୍ଗ ପ୍ରତି ଘନଉଛି ବିପଦ। ଗର୍ଭଗୃହରେ ଅନ୍ଧାରର ସୁଯୋଗ ନେଇ ମୂଷା କରୁଛନ୍ତି ଉତ୍ପାତ। ଆଉ ମୂଷାଙ୍କ ନିରାକରଣ ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ଜଣେ ଶ୍ରଦ୍ଧାଳୁ ଦାନ କରିଛନ୍ତି ଅତ୍ୟାଧୁନିକ ମୂଷା ମରା ମେସିନ।
#ArgusNews #Rat #ratkillingmachine #Puri #Odisha