ରାୟଗଡ଼ା ଜିଲ୍ଲା ଚାନ୍ଦିଲି ଥାନା ଅନ୍ତର୍ଗତ ମୁକୁନ୍ଦପୁର ପଞ୍ଚାୟତ ହାତିଖମ୍ବା ଗାଁ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଘରୋଇ ବସ । ଘଟଣା ସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୩୦ ଜଣ ଆହାତ ହୋଇଥିବା ବେଳେ ୧୪ ଜଣ ସଙ୍କଟାପନ ରହିଛନ୍ତି ସେମାନଙ୍କୁ ରାୟଗଡ଼ା ଜିଲ୍ଲା ମେଡିକାଲ, ଗୁଣୁପୁର ଓ ମୁକୁନ୍ଦପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଛି
#Raygada #Accident #BusAccident #Hospitalised #ArgusNews