ବରିଷ୍ଠ ସାମ୍ବାଦିକ ତଥା ସ୍ତମ୍ଭକାର ବୈଷ୍ଣବ ଜେନାଙ୍କ ପରଲୋକ । ଆଜି ଭୋର ସମୟରେ ତାଙ୍କର ଦେହାନ୍ତ ହୋଇଛି । ହୃଦଘାତରେ ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ସୂଚନା ଦିଆଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ 68 ବର୍ଷ ହୋଇଥିଲା ।
#ArgusNews #seniorjournalist #passedaway #Odisha