ଆଡପ ମଣ୍ଡପକୁ ବିଜେ କରିଛନ୍ତି ଶ୍ରୀଜୀଉ। ରଥ ଉପରେ ମହାପ୍ରଭୁଙ୍କ ସଂଧ୍ୟାଧୂପ ସରିବା ପରେ ଆରମ୍ଭ ହୋଇଥିଲା ପହଣ୍ଡି ବିଜେ। ଆଜିଠାରୁ ଆଡପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ସହ ମିଳିବ ଆଡପ ଅବଢା ।
#Odisha #ArgusNews #Puri #jagannath #RathaYatra