ପବିତ୍ର ଶ୍ରବଣା ମକର ନକ୍ଷତ୍ରରେ ଗତକାଲି ରାତିରେ ମହାପ୍ରଭୁଙ୍କ ରାମାଭିଷେକ ନୀତି ଅନୁଷ୍ଠିତ ହୋଇଯାଇଛି । ଏହା ସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ରର ସାହିଯାତ ମଧ୍ୟ ଚଳିତବର୍ଷ ପାଇଁ ଶେଷ ହୋଇଛି।
#Puri #ramaabhisek #sriramnabami #Odisha #ArgusNews