ସ୍କୁଲରେ ମଧ୍ୟାନ୍ନ ଭୋଜନ ଖାଇ 15ରୁ ଅଧିକ ଛାତ୍ରୀ ଅସୁସ୍ଥ । ସୋର ପୌରାଞ୍ଚଳ ବରଖୁରୀ ଏମ.ଇ ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇସାରିବା ପରେ ଅସୁସ୍ଥ ହୋଇ ପଡ଼ିଥିଲେ ଛାତ୍ରୀ । ଅସୁସ୍ଥ ଛାତ୍ରୀଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
#ArgusNews #Soro #MidDayMeal #students #sick #Odisha