ଆଜି ନୂଆଦିଲ୍ଲୀର ତାଲକଟୋରା ଷ୍ଟାଡ଼ିୟମରେ ‘ପରୀକ୍ଷା ପେ ଚର୍ଚ୍ଚା’ର ପଞ୍ଚମ ସଂସ୍କରଣ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱର ଛାତ୍ରଛାତ୍ରୀ, ଶିକ୍ଷକ ଏବଂ ଅଭିଭାବକଙ୍କ ସହିତ ଚର୍ଚ୍ଚା କରିଛନ୍ତି।ପରୀକ୍ଷା ଶୁଣିବା ମାତ୍ର ଛାତ୍ରଛାତ୍ରୀଙ୍କ ମନରେ ଭୟ ଆସେ କିନ୍ତୁ ଏହି କାର୍ଯ୍ୟକ୍ରମ ଦ୍ବାରା ଛାତ୍ରଛାତ୍ରୀ ପରୀକ୍ଷାରୁ ଚାପ ମୁକ୍ତ ହେବେ ଓ ସଫଳତାର ମନ୍ତ୍ର ପାଇପାରିଛନ୍ତି ।
#newdelhi #ParikshaPeCharcha #NarendraModi #exams #Odisha #ArgusNews