#ଆକାଶରେ_ନବୀନ।
#ଗ୍ରାଉଣ୍ଡରେ_ସମୀର।
ବନ୍ୟାରେ ସବୁଠୁ ଅଧିକ କ୍ଷତିଗ୍ରସ୍ତ ଜଗତସିଂହପୁର, କେନ୍ଦ୍ରାପଡା, କଟକ, ପୁରୀ, ଖୋର୍ଦ୍ଧାଜିଲ୍ଲାର ବନ୍ୟା ପ୍ରଭାବିତ ଅଂଚଳକୁ ଆକାଶ ମାର୍ଗରୁ ଦେଖିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଭାବିତ ଅଞ୍ଚଳରେ ରିଲିଫ୍ ଓ ରନ୍ଧା ଖାଦ୍ୟ ଯୋଗାଣ, ସ୍ବାସ୍ଥ୍ୟସେବା, ପାନୀୟଜଳ ଯୋଗାଣକୁ ତ୍ବାରାନ୍ବିତ କରିବା ସହିତ ପ୍ରଭାବିତ ଗୋରୁଗାଈମାନଙ୍କୁ ଆବଶ୍ୟକୀୟ ଗୋଖାଦ୍ୟ ଓ ପଶୁଚିକିତ୍ସା ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ
#Flood #CMNaveenPatnaik #BJP #SamirDas #Review #ArgusNews