ସ୍ଵାଧୀନତା ସଂଗ୍ରାମୀଙ୍କ ସ୍ମୃତି ପାଲଟିଛି ଅସାମାଜିକଙ୍କ ଆଡ୍ଡା । ପ୍ରତିଶ୍ରୁତି ପରେ ପ୍ରତିଶ୍ରୁତି ଦେଇ ସ୍ଵାଧୀନତା ସଂଗ୍ରାମୀଙ୍କୁ ଅସମ୍ମାନ କରିଛି କଟକ ମହାନଗର ନିଗମ ଓ କଟକ ଉନ୍ନୟନ କର୍ତ୍ତୃପକ୍ଷ । ୨୦୧୦ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କରମକଳରେ ସ୍ଵାଧୀନତା ସଂଗ୍ରାମୀ ସ୍ମୃତି ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଯିବା ସତ୍ତ୍ଵେ ତାହା ଏବେ ବି ଅବହେଳିତ ଅବସ୍ଥାରେ ପଡ଼ିଛି
#ArgusNews #freedomfighters #Memories #Cuttack #Odisha