ମାଟ୍ରିକ୍ ପରୀକ୍ଷା ଦେଲେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର । ଏହାକୁ ନେଇ ଫୁଲବାଣୀରେ ଚର୍ଚ୍ଚାର ବିଷୟ ପାଲଟିଛି । ବିଧାୟକ ପୂର୍ବରୁ ଦଶମ ପଢୁଥିବାବେଳେ ପାରିବାରିକ ସମସ୍ୟାରୁ ସେତେବେଳେ ମାଟ୍ରିକ ପରୀକ୍ଷା ଦେଇପାରି ନଥିଲେ ।
#Kandhamal #Phulbani #MLA #Angadakanhar #matriculationexamination #ArgusNews